ପାରା ଅଲିମ୍ପିକ୍ସରେ ଭାରତର ଅବନୀ…
ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଅବନୀ ଲେଖରା। ପାରାଲିମ୍ପିକ୍ସର ଇତିହାସରେ ଭାରତ ପ୍ରଥମଥର ପାଇଁ ସୁଟିଂରେ ସ୍ୱର୍ଣ୍ଣ ପଦକ ହାସଲ କରିଛି। ସୁଟିଂରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଅବନୀ। ମହିଳା ୧୦ ମିଟର ଏୟାର ପିସ୍ତଲ ରାଇଫଲରେ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।…