ରାସ୍ତାରେ ଆମ୍ବୁଲାନ୍ସ ଖରାପ ହେବାରୁ…
ସମ୍ବଲପୁର: ରାସ୍ତାରେ ୧୦୮ ଆମ୍ବୁଲାନ୍ସ ଖରାପ ହେବାରୁ ଚାଲିଗଲା ରୋଗୀଙ୍କ ଜୀବନ। ଏମିତି ଏକ ଅଭିଯୋଗ ଆସିଛି ସମ୍ବଲପୁରରୁ। ସୋମବାର ଅପରାହ୍ଣରେ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ମହିଳା ରୋଗୀଙ୍କୁ ଗୁରୁତର ଅବସ୍ଥାରେ ଧରି ଏକ ୧୦୮ ଆମ୍ବୁଲାନ୍ସ ବୁର୍ଲା ବଡ଼ ମେଡିକାଲକୁ ଯାଉଥିଲା। ତେବେ ଆମ୍ବୁଲାନ୍ସଟି…