Odisha Link
Bridging the Missing Links in Odisha
Browsing Tag

କରୋନା ଭାଇରସ୍

ଧୋକା ଦେଲା ଚାଇନା ମାଲ, କାମ କରୁନି ୫୦…

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କାୟା ବିସ୍ତାର କରୁଛି ମହାମାରୀ କରୋନା ଭାଇରସ୍। ଏପରିକି ଦିନକୁ ଦିନ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସକାଳ ସୁଦ୍ଧା ଦେଶରେ ୧୨,୦୦୦ରୁ ଅଧିକ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାରି ମଧ୍ୟରେ ଭାରତ ଚୀନଠାରୁ ଦେଢ଼ କୋଟି ପିପିଇ କିଟସ୍‌ର…

କରୋନା: ଭାରତରେ ୪୦୦ ଟପିଲା ମୃତ୍ୟୁ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ମହାମାରୀ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର ବିଷୟ ପାଲଟିଛି। ଆଜି ସକାଳ ୮ଟା ସୁଦ୍ଧା ଦେଶରେ ୧୨, ୩୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୪୧୪ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ୧୪୮୮ ଜଣ ଏହି ମହାମାରୀ କବଳରୁ ସୁସ୍ଥ ହୋଇ…

ଓଡ଼ିଶାରେ କରୋନା ପଜିଟିଭ ହାର ଦେଶରେ…

ଭୁବନେଶ୍ୱର: ପ୍ରତିଦିନ ପରି ଆଜି ମଧ୍ୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସରକାରଙ୍କର ସାମ୍ବାଦିକ ସମ୍ମିଳନୀ। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କରୋନା ସଂକ୍ରମଣ ହାର କମ୍ ରହିଛି। ଏହାର ଏକମାତ୍ର କାରଣ ହେଉଛି ଆମେ ଲକ୍‌ଡାଉନ୍ ନିୟମ ପାଳନ କରୁଛେ। ରାଜ୍ୟରେ ସଂକ୍ରମଣ ହାର ମାତ୍ର ୧.୦୮…

ପ୍ରଧାନମନ୍ତ୍ରୀ କ’ଣ ପାଇଁ ମେ ୩…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଦିନକୁ ଦିନ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନଜରରେ ରଖି ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ ଅବଧିକୁ ପୁଣି ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ଆଜି…

ଆଗାମୀ ୧ ସପ୍ତାହ ମଧ୍ୟରେ ପ୍ରତି…

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ୫୬ ଜଣ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି। ଏହାରି ମଧ୍ୟରୁ ୧୮ ଜଣ ସୁସ୍ଥ ହେବା ଖବର ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଏଭଳି ସମୟରେ ରାଜ୍ୟରେ ମହାମାରୀ କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରୁ ଭିଡିଓ…

କରୋନା ମୁକାବିଲା: ଦେଶବାସୀଙ୍କୁ କେତେଥର…

ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ ଅବଧିକୁ ପୁଣି ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ଆଜି ପ୍ରଧାନମନ୍ତ୍ରୀ ଭିଡିଓ ବାର୍ତ୍ତା ଦ୍ବାରା ଘୋଷଣା କରିଛନ୍ତି। ଦେଶରେ ଗତ ମାର୍ଚ୍ଚ ୨୫ରୁ ଲାଗୁ ହୋଇଥିବା…

ଭଲ ଖବର: ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଓଡ଼ିଆ ନବବର୍ଷରେ ରାଜ୍ୟ ପାଇଁ ଭଲ ଖବର ଆସିଛି। ରାଜ୍ୟରେ ପୁଣି ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୫ ଆକ୍ରାନ୍ତ ଭୁବନେଶ୍ବରର ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସମସ୍ତ ୫ ଆକ୍ରାନ୍ତଙ୍କ ନମୁନା ପରୀକ୍ଷା ପରେ ନେଗେଟିଭ ଆସିଥିବା ନେଇ…

ଲକ୍‌ଡାଉନ୍‌: ଏପ୍ରିଲ ୧୫ରୁ ଦ୍ୱିତୀୟ…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ଏହି ୨୧ ଦିନିଆ ଲକ୍‌ଡାଉନ୍‌ର ଅବଧି ଆସନ୍ତାକାଲିି ସରିବାକୁୁ ଯାଉଛି। କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବେ ନା ନାହିଁ, ସେ ନେଇ ଏଯାବତ୍ କିଛି ନିଷ୍ପତ୍ତି ନେଇ ନାହାନ୍ତି। ହେଲେ…

ଭଲ ଖବର: ୨୪ ଘଣ୍ଟାରେ ନାହିଁ ନୂଆ…

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। କାରଣ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୌାଣସି କରୋନା ପଜିଟିଭ୍‌ କେସ୍‌ ଆସିନାହିଁ । ଗତକାଲିରୁ ଆଜି ସକାଳ ୯ଟା ସୁଦ୍ଧା ରାଜ୍ୟରେ ବାହାରିନି ପଜିଟିଭ ରିପୋର୍ଟ। ଆଜି ସକାଳ ସୁଦ୍ଧା ପରୀକ୍ଷା ହୋଇଥିବା ୪୧୭୦ ରିପୋର୍ଟରୁ ୪୧୧୬ ନେଗେଟିଭ ବହାରିଛି। ଏନେଇ ସୂଚନା ଦେଇଛି…

ଆସିଲା ୪ କରୋନା ଆକ୍ରାନ୍ତଙ୍କ ଗସ୍ତ…

ଭୁବନେଶ୍ବର: ଗତକାଲି ରାଜ୍ୟରେ ଚିହ୍ନଟ ହୋଇଥିବା ୪ କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଜାରି କରିଛନ୍ତି ରାଜ୍ୟ ସରକାର। ଗତକାଲିର ୫୧, ୫୨, ୫୩, ୫୪ ନମ୍ବର ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଜାରି କଲେ ସରକାର। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।…