୨ ବର୍ଷର ଶିଶୁକୁ ଦିଆଗଲା ପ୍ରଥମ କରୋନା…
ନୂଆଦିଲ୍ଲୀ: କରୋନାକୁ ମାତ୍ ଦେବାକୁ ଟିକାକରଣ ଜାରି ରହିଛି। ପ୍ରଥମେ ବୟସ୍କ ଏବଂ ଯୁବକଙ୍କ ପରେ ଦେଶରେ ଏବେ ପିଲାଙ୍କୁ ଟିକା ଦେବା ଲାଗି ପରୀକ୍ଷଣ ଚାଲିଛି। ଏହାରି ଭିତରେ ଜଣେ ୨ ବର୍ଷୀୟ ଶିଶୁକୁ ପ୍ରଥମ କରୋନା ଟିକା ଦିଆଯାଇଛି।
ପ୍ରଥମ ଦେଶ ରୂପେ କ୍ୟୁବାରେ ଶିଶୁଙ୍କୁ ଟିକା ଦିଆଯିବା କାର୍ଯ୍ୟକ୍ରମ…