ଆଉ ୧୩ କୁମ୍ଭମେଳା ଫେରନ୍ତା ପଜିଟିଭ…
ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଏହାରି ଭିତରେ କଟକରେ କୁମ୍ଭମେଳା ଫେରନ୍ତା ଆଉ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
କଟକ ରେଳ ଷ୍ଟେସନରେ ଆରଟି-ପିସିଆର ଟେଷ୍ଟରେ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ପଜିଟିଭ ଚିହ୍ନଟ…