ନଦୀ ପଠାରୁ ମଇଁଷିକୁ ଟାଣିନେଲା କୁମ୍ଭୀର
ଚାନ୍ଦବାଲି: ନଦୀ ପଠାରୁ ମଇଁଷିକୁ ଟାଣିନେଲା କୁମ୍ଭୀର। ବାତ୍ୟା ଗୁଲାବ ପ୍ରଭାବରେ ଉପରମୁଣ୍ଡରେ ବର୍ଷା ହେବା ସହ ଧାମରା ମୁହାଣ ନିକଟରେ ସମୁଦ୍ର ଅଶାନ୍ତ ରହିଛି। ଫଳରେ ଚାନ୍ଦବାଲି ବ୍ଲକର ବୈତରଣୀ ନଦୀ ସମେତ ସମସ୍ତ ଅନ୍ୟ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏପରିକି ନଦୀରେ କୁମ୍ଭୀର ପହଁରୁଥିବା ଦେଖିବାକୁ…