କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ରୀୟ…
ଜଗତସିଂହପୁର: ଜଗତସିଂହପୁର ଗସ୍ତରେ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ। କୋଭିଡ ପରିଚାଳନା କାମ କିପରି ଚାଲିଛି ତାର ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। କେନ୍ଦ୍ରୀୟ ପ୍ରତିନିଧି ଦଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଟିକାକରଣ କେନ୍ଦ୍ର, ଆଇସୋଲେସନ…