ସମ୍ ଡାକ୍ତରଙ୍କ ଉଦ୍ୟମରେ ସୁସ୍ଥ ହେଲେ…
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତର ଓ ଅନ୍ୟ ସହଯୋଗୀ ଷ୍ଟାଫ୍ମାନଙ୍କର ଅବିରତ ପ୍ରଚେଷ୍ଟା ଫଳରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଜଣେ କୋଭିଡ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସଂକ୍ରମିତ ଜଣଙ୍କର ସ୍ନାୟୁଜନିତ ପାରାଲିସିସ୍…