ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ…
ଭୁବନେଶ୍ବର: ଓମ୍ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧…