ଘୂର୍ଣ୍ଣିବଳୟ: ୧୯ ଓ ୨୦ରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା…