କରୋନା ନେଲା ଆଉ ୮ ଜୀବନ
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ୬୦୯ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି। ଏନେଇ…