ଜୁଲାଇ ମାସରେ ୧୫ ଦିନ ବନ୍ଦ ରହିବ…
ନୂଆଦିଲ୍ଲୀ: ଜୁଲାଇ ମାସରେ ବ୍ୟାଙ୍କ ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ କାମଥିଲେ ଶୀଘ୍ର ସାରି ଦିଅନ୍ତିୁ। କାରଣ ଜୁଲାଇ ମାସରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ। ଏଥିସହ ବ୍ୟାଙ୍କ ଯିବା ପୂର୍ବରୁ ଛୁଟି ଲିଷ୍ଟ ଯାଞ୍ଚ କରନ୍ତୁ। ଆରବିଆଇ ଦ୍ୱାରା ବ୍ୟାଙ୍କ ଛୁଟିଦିନ ଲିଷ୍ଟ ଜାରି ହୋଇଛି।
ଜୁଲାଇରେ ୯ ଦିନ…