ଟ୍ୱିନ୍ ସିଟିରେ ପିକ୍ ନେବ କରୋନା,…
ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ହୁହୁ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଗକୁ ଦୈନିକ ସଂକ୍ରମଣ ମାମଲା ୧୫ ହଜାର ଏପରିକି ୩୦ ହଜାର ଛୁଇଁପାରେ…