ଆଜିଠୁ ଖୋଲିଲା ଭୁବନେଶ୍ୱରର ସବୁ…
ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରର ସବୁ ଧର୍ମାନୁଷ୍ଠାନ ଖୋଲିଲା। କରୋନା ଯୋଗୁଁ ପ୍ରାୟ ୩ ମାସ ଧରି ସବୁ ମନ୍ଦିର ଏବଂ ଅନ୍ୟ ଧର୍ମାନୁଷ୍ଠାନ ବନ୍ଦ ରହିଥିବା ବେଳେ ଆଜି ଖୋଲିଛି। କେବଳ ଡବଲ ଡୋଜ୍ ଟିକା ନେଇଥିବା ଭକ୍ତଙ୍କୁ ହିଁ ଧର୍ମାନୁଷ୍ଠାନକୁ ପ୍ରବେଶ କରୁଛନ୍ତି।
ତେବେ ମନ୍ଦିର ଖୋଲିଥିବା ବେଳେ କୋଭିଡ…