ନବଜାତ ଶିଶୁକୁ କୋଭିଡରୁ ସୁସ୍ଥ କଲେ ସମ୍…
ଭୁବନେଶ୍ୱର: କୋଭିଡ୍ ପଜିଟିଭ୍ ମା'ଙ୍କ ଠାରୁ ଜନ୍ମ ଗ୍ରହଣ କରିବା ପରେ କରୋନା ସଂକ୍ରମିତ ହୋଇଥିବା ମାତ୍ର ୧ ସପ୍ତାହର ନବଜାତ ଶିଶୁକୁ ସୁସ୍ଥ କଲେ ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର। ଏକ ଘରୋଇ ଡାକ୍ତରଖାନାରେ ଜନ୍ମନେଇଥିବା ଶିଶୁଟି ମାଙ୍କ ଠାରୁ କୋଭିଡ ସଂକ୍ରମିତ ହୋଇ ଗୁରୁତର ଅବସ୍ଥାରେ ସମ୍…