୧୪ ଯାଏଁ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ପୂର୍ବ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହା ୧୧ରେ ଲଘୁଚାପରେ ପରିଣତ ହୋଇ ୧୩ କିମ୍ବା ୧୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ…