ଆଜି ବି ପ୍ରବଳ ବର୍ଷିବ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ପାଣିପାଗ ବିଭାଗ ଆଜି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ସମେତ ମହାନଦୀର ଉପରମୁଣ୍ଡ ତଥା ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…