ଏଣିକି ରୋଗୀଙ୍କୁ ଔଷଧ ଦେଇପାରିବେ…
ଭୁବନେଶ୍ୱର: ଏଣିକି ରାଜ୍ୟର ବିଭିନ୍ନ ମେଡ଼ିକାଲରେ ନିଯୁକ୍ତ ଫାର୍ମାସିଷ୍ଟ ରୋଗୀ ମାନଙ୍କୁ ଔଷଧ ଦେଇପାରିବେ। ଡାକ୍ତରଙ୍କ ଅନୁପସ୍ଥିତିରେ ସାମାନ୍ୟ ରୋଗ ପାଇଁ ସଂପୃକ୍ତ ଫାର୍ମାସିଷ୍ଟ ମାନେ ଔଷଧ ଦେଇପାରିବେ ବୋଲି ରାଜ୍ୟ ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର…