ଅକ୍ସିଜେନ ଯୋଗାଣରେ ବାଧା ସୃଷ୍ଟି କଲେ…
ନୂଆଦିଲ୍ଲୀ: ଅକ୍ସିଜେନ ଯୋଗାଣରେ ବାଧା ସୃଷ୍ଟି କଲେ ମିଳିବ ଫାଶୀ। କରୋନା ସଂକ୍ରମଣ ଭିତରେ ବିଭିନ୍ନ ରାଜ୍ୟର ହସ୍ପିଟାଲରେ ଅକ୍ସିଜେନ ଘୋର ସଙ୍କଟ ଦେଖିବାକୁ ମିଳୁଛି। ଠିକ୍ ସମୟରେ ହସ୍ପିଟାଲକୁ ଅକ୍ସିଜେନ ପହଞ୍ଚି ପାରୁ ନଥିବାରୁ ରୋଗୀଙ୍କର ମୃତ୍ୟୁ ମଧ୍ୟ ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଆଜି ଦିଲ୍ଲୀ…