ପୁଣି ବଢିଲା ସଂକ୍ରମଣ: ୨୪ ଘଣ୍ଟାରେ ୨୦୮୫…
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୮୭ ଜଣ ଲୋକାଲ୍ କେସ୍ ରହିଛନ୍ତି।
ଚିହ୍ନଟ ହୋଇଥିବା…