ବର୍ଷା ଆଶଙ୍କା: ୧୧ ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…