Odisha Link
Bridging the Missing Links in Odisha
Browsing Tag

ବାତ୍ୟା ୟାସ୍

ବାତ୍ୟା ୟାସ୍ ବିତ୍ପାତ: ଗଛ ଭାଙ୍ଗି…

ନୀଳଗିରି: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହାର ପ୍ରଭାବରେ ପବନର ବେଗ ବଢ଼ିବାରେ ଲାଗିଛି। ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। କୋଉଠି ରାସ୍ତା ଅବରୋଧ ହୋଇପଡ଼ିଛି ତ ଆଉ କେଉଠି ଘର ଉପରେ ଗଛ ଭାଙ୍ଗି ପଡ଼ିଛି। ନୀଳଗିରି ଉପଖଣ୍ଡ…

ସଂଧ୍ୟା ଯାଏ ପବନ ବିପଦ ରହିବ: ଆଇଏମଡ଼ି…

ଭୁବନେଶ୍ୱର: ବାତ୍ୟାକୁ ନେଇ ବଡ଼ ସୂଚନା ଦେଲେ ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। କହିଲେ, ସକାଳ ୯ ବେଳେ ଆରମ୍ଭ ହୋଇ ସାରିଛି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଗାମୀ ୩ ଘଣ୍ଠା ପର୍ଯ୍ୟନ୍ତ ଧରି ଚାଲିବ। ଏବେ ବାଲେଶ୍ୱର ଓ ଭଦ୍ରକରେ ୧୩୦ ରୁ ୧୫୦ କିମି ପବନ ହେଉଛି। ଆଗାମୀ ୩ ଘଣ୍ଟା…

ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍: ପବନର ବେଗ…

ବାଲେଶ୍ୱର: ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାତ୍ୟା ୟାସ୍ ବାଲେଶ୍ୱର ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ୫୦ କିଲୋମିଟର ଦୂରରେ ରହିଥିବା ବେଳେ ଏବେ ବାଲେଶ୍ୱରରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।…

ବାତ୍ୟା ୟାସ୍‌: ଆରମ୍ଭ ହେଲା ଲ୍ୟାଣ୍ଡଫଲ୍…

ଭୁବନେଶ୍ୱର: ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପ୍ରାୟ ୩ ରୁ ୪ ଘଣ୍ଟା ଲାଗିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍। ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ…

ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟାସ୍। ଧାମରା ନିକଟ ବର୍ତ୍ତୀ ହେଲାଣି ବାତ୍ୟା। ବର୍ତ୍ତମାନ ବାତ୍ୟା ଧାମରାଠୁ ୪୦ କିଲୋମିଟର ଦୂରରେ ରହିଥିବା ନେଇ କହିଛନ୍ତି ଜାତୀୟ ପାଣିପାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଏଥିସହ ବାତ୍ୟା ସ୍ଥଳ ଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୩୦ ରୁ ୧୪୦…

ଧାମରାଠୁ ୪୦ କିମି ଦୂରରେ ବାତ୍ୟା ‘ୟାସ୍’

ଧାମରା: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୫ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ୟାସ୍। ଧାମରା ଠାରୁ ମାତ୍ର ୪୦ କିଲୋମିଟର ଦୂରତାରେ ରହିଛି ବାତ୍ୟା। ଧାମରା ଠାରୁ ମାତ୍ର ୪୦ କିମି ଦୂରତାରେ ବାତ୍ୟା ପହଞ୍ଚିବା ପରେ ପବନର ବେଗ ଅଧିକ ବଢିଛି। ଅନ୍ୟପଟେ ବାତ୍ୟା…

ବାତ୍ୟା ୟାସ୍‌: ଡେରିରେ ହେବ ଲ୍ୟାଣ୍ଡଫଲ

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୧ କିମି ବେଗରେ ସ୍ଥଳଭାଗ ମୁହଁ ହେଉଛି ୟାସ୍। ସକାଳୁ ବାତ୍ୟା ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାମାନ୍ୟ ଡେରି ହେବ। ବିଳମ୍ବ ହେବ। ଏନେଇ ସୂଚନା ଦେଇଛନ୍ତି ଏସଆରସି…

ଆସନ୍ତାକାଲି ସକାଳେ ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। କାଲି ସକାଳୁ ସକାଳୁ ଲ୍ୟାଣ୍ଡଫଲ କରିବ ୟାସ୍। ଘଣ୍ଟାପ୍ରତି ୧୬ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟାସ୍’। ବାତ୍ୟା ‘ୟାସ୍’ ଦକ୍ଷିଣ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୨୦୦ କିଲୋମିଟର ଦୂରରେ ଥିବା ବେଳେ ବାଲେଶ୍ୱର ଠାରୁ ୨୯୦ ଓ…

ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଲା…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। ଭାରତୀୟ ପାଣିପାଗ ବିଭାଗ ଲହି ସୂଚନା ଦିଆଯାଇଛି। ବର୍ମାର୍ତ୍ତମାନ ବାତ୍ୟା ପାରାଦୀପ ଠାରୁ ୨୦୦ କିମି ଦୂରରେ ରହି ତିବା ବେଳେ ବାଲେଶ୍ୱରରୁ ୨୯୦ କିଲୋମିଟର ଦୂରରେ ରହିଛି। ଘଣ୍ଟା ପ୍ରତି ୧୬ କିମି ବେଗରେ ବାତ୍ୟା ୟାସ୍ ଗତି…

ବାତ୍ୟା ୟାସ୍: ବାଲେଶ୍ୱର ଓ ଭଦ୍ରକରେ ୨ରୁ…

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ୟାସ୍ ପ୍ରଭାବରୁ ଉପକୂଳ ଓଡ଼ିଶାରେ ଆଂଶିକ ବର୍ଷା ସହିତ ପବନ ଆରମ୍ଭ ହୋଇଛି। ଆଇଏମ୍‌ଡି ସୂଚନା ଅନୁସାରେ, ଭଦ୍ରକରୁ ବାଲେଶ୍ବର ମଧ୍ୟରେ ଏହାର ଭୟଙ୍କର ପ୍ରଭାବ ପଡ଼ିବ। ୟାସ୍ ସ୍ଥଳଭାଗ ଛୁଇଁବା ସମୟରେ ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ହୋଇ କୂଳ ଲଂଘିବ। ସମୁଦ୍ରରେ ୨…