ବାହୁଡିଲେ କାଳିଆ ସାଆନ୍ତ, ଗଡିଲା…
ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରୁଛନ୍ତି କାଳିଆ ସାଆନ୍ତ। ଘଣ୍ଟ ଘଣ୍ଟା ନାଦ, ଡାହୁକ ଡାକରେ ଶ୍ରୀମନ୍ଦିର ଅଭିମୁଖେ ଗଡିଲା ନନ୍ଦିଘୋଷ ରଥ।
ତେବେ ବାହୁଡା ଯାତ୍ରାର…