ଗଞ୍ଜାମରେ ବିରଳ ଓ ବିଚିତ୍ର ଶିଶୁୁକନ୍ୟା…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଜନ୍ମ ନେଇଛି ଏକ ବିରଳ ଓ ବିଚିତ୍ର ଶିଶୁୁକନ୍ୟା। ଶିଶୁଟିର ମୁହଁ ଅଦ୍ଭୁତ ଦିଶୁଥିବା ଦେଖିବାକୁ ମିଳିଛି। ଗତକାଲି ବିଳମ୍ବିତ ରାତି ୨ଟା ୪୦ ମିନିଟ୍ରେ ଶିଶୁ କନ୍ୟାଟି ବ୍ରହ୍ମପୁର ମେଡିକାଲରେ ଜନ୍ମ ନେଇଛି।
କୁହାଯାଉଛି ଯେ, ପ୍ରାୟ ୫ରୁ ୧୦ ଲକ୍ଷ ଶିଶୁଙ୍କ ମଧ୍ୟରୁ ଏଭଳି…