ବେରୋଜଗାର ଭତ୍ତା ମାଗିଲେ ୪୪ ଲକ୍ଷ…
କରୋନା ମହାମାରୀ ପାଇଁ ବୃତ୍ତି ହରାଇଥିବା ୪୪ ଲକ୍ଷ ଆମେରିକୀୟ ସରକାରଙ୍କୁ ବେରୋଜଗାର ଭତ୍ତା ମାଗିଛନ୍ତି। ୨୦୦୮ ଆର୍ଥିକ ମାନ୍ଦାବସ୍ଥା ପରେ ଦେଶରେ ଯେତିକି ନୂଆ ରୋଜଗାର ସୃଷ୍ଟି ହୋଇଥିଲା ଏହି କରୋନା ସଂକ୍ରମଣ ସମୟରେ ତାହା ଠାରୁ ଅଧିକ ଲୋକ ରୋଜଗାର ହରାଇଛନ୍ତି। ଗ୍ରେଟ୍ ଡିପ୍ରେସନ୍ ପରଠାରୁ…