ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା,…
ଭୁବନେଶ୍ୱର :ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ରେ ଶେଷ ହେବ। ମାଟ୍ରିକ ପରୀକ୍ଷା ସୂଚୀ ନେଇ ବୁଧବାର ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ ୨୦ ତାରିଖରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ,…