ଆଜିଠୁ ଖୋଲିଲା ମା’ ବିରଜାଙ୍କ ମନ୍ଦିର
ଯାଜପୁର: ରାଜ୍ୟରେ କରୋନା ସଂକ୍ରମଣ କମୁଥିବାରୁ ଅଗଷ୍ଟ ଗାଇଡଲାଇନ ମୁତାବକ ରାଜ୍ୟରେ ମନ୍ଦିର ଖୋଲିବା ଲାଗି ଅନୁମତି ମିଳିଛି। ତେବେ ଏହି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ହାତରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମନ୍ଦିର ଖୋଲୁଥିବା ବେଳେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ଖୋଲିଛି।…