ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣା: ମୃତ୍ୟୁ…
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମାଟି ଅତଡା ଧସିବାରୁ ଏକ ଯାତ୍ରୀବାହୀ ବସ୍ ସମେତ ବିଭିନ୍ନ ଗାଡିରେ ପ୍ରାୟ ୫୦ ଜଣ ଫସି ରହିଛନ୍ତି। ତେଣୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଂଶକା କରାଯାଉଛି। ଘଟଣାସ୍ଥଳରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଏବେ ବି…