ପୁରୀ ଛଡା ଅନ୍ୟ କେଉଁଠି ହେବନି…
ପୁରୀ: ପୁରୀ ଛଡା ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ। ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଆଜି ଏହାର ଶୁଣାଣି କରିଛନ୍ତି। CJI ଏନ୍.ଭି ରମଣାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଶୁଣାଣି କରି ଏହି ରାୟ ଦେଇଛନ୍ତି।…