ସିମ୍ପାଥୀ କୁଇନ୍ ଭାବେ ଟ୍ରୋଲ ହେଲେ…
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ରିୟା ଚକ୍ରବର୍ତ୍ତୀ ଜୋରଦାର ଟ୍ରୋଲ ହେଉଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପାଇଁ ରିୟାଙ୍କୁ ଦାୟୀ କରୁଥିବା ବେଳେ ନିକଟରେ ରିୟା କରିଥିବା ଏକ ଭିଡିଓ ପୋଷ୍ଟକୁ ନେଇ ପୁଣି ତାଙ୍କୁ ଟ୍ରୋଲର ଶୀକାର ହେବାକୁ ପଡିଛି।
ରିୟା ଚକ୍ରବର୍ତ୍ତୀ ଏକ ଶିଶୁର…