ରାଜ୍ୟରେ ପୁଣି ବଢ଼ିଲା ଲକଡାଉନ
ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ିଲା ଲକ୍ଡାଉନ୍। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। ମାତ ଦେବା ପାଇଁ ତୃତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଜୁନ୍ ୧ ତାରିଖ ସକାଳ ୫ଟାରୁ ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ। ଏହି ଲକ୍ଡାଉନ୍ ସମୟରେ ସ୍ବାସ୍ଥ୍ୟସେବା,…