ଆଉ ଏକ ଲଘୁଚାପ, ୫ ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର: ବାତ୍ୟା ଗୁଲାବ ପରେ ଆଉ ଏକ ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୁତ ହେବା ପରେ ଉତ୍ତର ଦିଗକୁ ଗତି କରିବ ବୋଲି ପୂ୍ର୍ବାନୁମାନ କରିଛି ଆଞ୍ଚଳିକ…