ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ…
କଟକ: ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି।
ପ୍ରଦୀପ…