କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୯୯୩…
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୭୮ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୧୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା…