ଦିଲ୍ଲୀ ସରକାର ଅଧିକ ଅକ୍ସିଜେନ୍…
ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରରେ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ଅକ୍ସିଜେନ ଅଭାବ ଦେଖାଦେଇଥିଲା। ଦିଲ୍ଲୀ ପାଇଁ ଅନ୍ୟ ରାଜ୍ୟରେ ଅକ୍ସିଜେନ ସଂକଟ ହୋଇଥିବା ଅଭିଯୋଗ ହୋଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। ସେ କହିଛନ୍ତି…