ଭିଜିଲାନ୍ସ ଜାଲରେ ସୁପରଭାଇଜର
ଭଦ୍ରକ: ଭିଜିଲାନ୍ସ ଜାଲରେ ସୁପରଭାଇଜର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍ କରାଯାଉଛି। ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।
ଭଦ୍ରକ ଜିଲ୍ଲା ସିଡିପିଓ କାର୍ଯ୍ୟାଳୟର…