ସିବିଏସଇ ଓ ଆଇସିଏସଇର ମୂଲ୍ୟାୟନ…
ନୂଆଦିଲ୍ଲୀ: ସିବିଏସଇ ଓ ଆଇସିଏସଇର ମୂଲ୍ୟାୟନ ପଦ୍ଧତିକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ପିଲାଙ୍କ ହିତଙ୍କୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଥିବା ନେଇ କହିଛନ୍ତି ସୁପ୍ରିମକୋର୍ଟ। ତେବେ ମୂଲ୍ୟାୟନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି କୋର୍ଟ ଯାଇଥିଲେ ଛାତ୍ରଛାତ୍ରୀ। ଦାଏର ହୋଇଥିଲା ଏକାଧିକ ମାମଲାକୁ…