ପଶ୍ଚିମ ଓଡ଼ିଶାରେ କୋଭିଡ୍ ସ୍ଥିତି…
ଭୁବନେଶ୍ୱର: ଓଡ଼ିଶା ବିଶେଷ ଭାବରେ ପଶ୍ଚିମ ଓଡ଼ିଶାରେ ହୁ ହୁ ହୋଇ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ମନ୍ତ୍ରୀ ନବ ଦାସଙ୍କୁ କିନ୍ତୁ ବର୍ତମାନ ସମୟରେ ଲେନ୍ସ ଲଗାଇ ଖୋଜିବାକୁ ପଡ଼ୁଛି। ପଶ୍ଚିମ ଓଡ଼ିଶାରେ କୋଭିଡ୍ ସ୍ଥିତି ସଙ୍ଗୀନ ଥିବା ବେଳେ…