ଭେଣ୍ଟିଲେଟର, ଅକ୍ସିଜେନ କନସେନଟ୍ରେଟର…
ନୂଆଦିଲ୍ଲୀ: ଆଜି ଜିଏସଟି କାଉନସିଲର ୪୪ତମ ବୈଠକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
କରୋନା ପାଇଁ ବ୍ୟବହୃତ ଔଷଧ ରେମଡେସିଭିର ଉପରୁ ଜିଏସଟି ହ୍ରାସ କରାଯାଇଛି। ରେମଡେସିଭିର ଉପରୁ ଜିଏସଟି…