୨୪ ବିଶ୍ୱବିଦ୍ୟାଳୟକୁ ବେଆଇନ୍ ଘୋଷଣା…
ନୂଆଦିଲ୍ଲୀ: ଦେଶର ୨୪ଟି ସ୍ୱୟଂ ଶାସିତ ବିଶ୍ୱବିଦ୍ୟାଳୟକୁ ବେଆଇନ୍ ଘୋଷଣା କଲା ୟୁଜିସି।ଏସବୁ ବିଶ୍ୱବିଦ୍ୟାଳୟ ୧୯୫୬ ମାନଦଣ୍ଡର ନିୟମ ଉଲଂଘନ କରିଥିବା ନେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଭିନ୍ନ ଛାତ୍ର ସଂଗଠନ, ଅଭିଭାବକ ଓ ଗଣମାଧ୍ୟମ ପକ୍ଷରୁ ନକଲି ଶିକ୍ଷନୁଷ୍ଠାନ…