ପ୍ରବଳ ବର୍ଷା ଆଶଙ୍କା, ୧୮ ଜିଲ୍ଲାକୁ…
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…