ମେ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ବ…
ନୂଆଦିଲ୍ଲୀ: କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଏହାରି ମଧ୍ୟ ଟୀକାକରଣ ଜାରି ରହିଥିବା ବେଳେ ମେ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଟିକାକରଣ କରାଯିବ। ଏନେଇ ଆଜି କେନ୍ଦ୍ର ସରକାର ଘୋଷଣା କରିଛନ୍ତି।
କରୋନାର ଦ୍ୱିତୀୟ ଲହରରରେ ଯୁବ ଗୋଷ୍ଠୀକୁ ବେଶି…