ଓଡିଶାରେ କରୋନା: ଦିନକରେ ୧୦ ମୃତ, ମୋଟ…
ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା,…