ଆଖି ବୁଜିଲେ ୧୮ କରୋନା ରୋଗୀ
ଭୁବନେଶ୍ଵର : ଆଜି ରାଜ୍ୟରେ ୧୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
https://twitter.com/HFWOdisha/status/1319524931298680835…