ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ…
ଭୁବନେଶ୍ୱର : ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଜିିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼,ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି,ସୋନପୁର,…