Odisha Link
Bridging the Missing Links in Odisha
Browsing Tag

+2 Results

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଫଳାଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷର ଯୁକ୍ତ ଦୁଇ କଳା ଫଳାଫଳ। ଏନେଇ ସିଏଚଏସସି କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିଛନ୍ତି। ଛାତ୍ରଛାତ୍ରୀ ମାନେ www.orissaresults.nic.in ଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍ ନମ୍ବର ଓ…

୧୯ରେ ଯୁକ୍ତ ଦୁଇ ବାଣିଜ୍ୟ ଫଳାଫଳ

ଭୁବନେଶ୍ବର: ଅଗଷ୍ଟ ୧୯ ତାରିଖରେ ଯୁକ୍ତ ଦୁଇ ବାଣିଜ୍ୟ ଓ ୩୧ ତାରିଖ ପୂର୍ବରୁ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇସାରିଛି। ଅଗଷ୍ଟ ୧୯ ତାରିଖରେ ପ୍ରକାଶ ପାଇବ…

ଆଜି ଅପରାହ୍ନରେ ପ୍ରକାଶ ପାଇବ +୨ କଳା,…

ଭୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦୁଇଟି ୱେବସାଇଟ ଖୋଲାଯାଇଛି। www.orissaresults.nic.in ଏବଂ  www.chseodisha.nic.in  ମାଧ୍ୟମରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । କଳାରେ…

୨୧ରେ ବାହାରିବ ଯୁକ୍ତ ଦୁଇ କଳା, ବାଣିଜ୍ୟ…

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ୩ଟା ୩୦ ମିନିଟରେ ଫଳ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା…