ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ…
ଜମ୍ମୁ-କାଶ୍ମୀର : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଏହି ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଗତକାଲି ସମବୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି…