ଦଶାହ ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ବ ଲୋକ…
ନୂଆପଡା: ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ବ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନେ ସମସ୍ତଙ୍କୁ କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖାଦ୍ୟରେ ବିଷକ୍ରିୟା ଯୋଗୁଁ ଏଭଳି ହୋଇଥିବା କହିଛନ୍ତି ଚିକିତ୍ସା କରୁଥିବା ଡାକ୍ତର । ଏହି ଘଟଣାଟି ନୂଆପଡା ଜିଲ୍ଲା କୋମନା ବ୍ଲକ୍ ପଏଁର…