ଏଥରର ରାଜ୍ୟ ବଜେଟ୍ ପେପରଲେସ୍
ଭୁବନେଶ୍ୱର: ଏଥର ପେପରଲେସ୍ ହେବ ରାଜ୍ୟ ବଜେଟ୍। ୨୦୨୦-୨୧ ବର୍ଷ ପାଇଁ ଆଜି ଉପସ୍ଥାପିତ ହେବାକୁ ଯାଉଥିବା ରାଜ୍ୟ ବଜେଟ। ଏହି ବଜେଟ୍ ଡିଜିଟାଲ ମେଥଡରେ ଉପସ୍ଥାପିତ ହେବ ତେଣୁ ବଜେଟ ପାଇଁ ପୁସ୍ତିକା ଛପା ଯାଇ ନାହିଁ। ଏଥିଯୋଗୁ ୭୫ ଲକ୍ଷ ପେଜ୍ କାଗଜ ବଞ୍ଚିଛି। ଯଦି ପୁସ୍ତିକା ଛପା ଯାଇଥାନ୍ତା, ତେବେ…