ବଦଳିଲା ରାଜସ୍ଥାନ ନିର୍ବାଚନ ତାରିଖ;…
ଓଏଲ୍ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା।…